Oppo ଖୁବଶୀଘ୍ର ନିଜର ଫୋଲଡେବଲ ସ୍ମାର୍ଟଫୋନ ଲଞ୍ଚ କରିବାକୁ ପ୍ରସ୍ତୁତ ହେଉଛି । Oppo ଏଥିପାଇଁ Oppo Find N3 Flip ଫୋନର ଟିଜିଙ୍ଗ୍ ଆରମ୍ଭ କରିଛି । ଏହି ଫୋନ ଖୁବ୍ ଶୀଘ୍ର ଭାରତରେ ଡେବ୍ୟୁ କରିବାକୁ ଯାଉଛି । ସୂଚନାଥାଉ କି ଚାଇନିଜ୍ ସ୍ମାର୍ଟଫୋନ କମ୍ପାନୀ Oppo ନିଜର ଅଫିସିଆଲ ହ୍ୟାଣ୍ଡେଲ Xରେ ଏକ ପୋଷ୍ଟ ସେୟାର କରିଛି । ଯେଉଁଥିରେ Oppo Find N3 Flipର ଏକ ଭିଡିଓ ସେୟାର ହୋଇଛି ଏବଂ ଏହି ଭିଡିଓ ମାଧ୍ୟମରେ ଆପଣ Oppoର ଆଗାମୀ ଫୋଲଡେବଲ ଫୋନ ବିଷୟରେ ଜାଣି ପାରିବେ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post