ଲାଭା ଇଣ୍ଟରନ୍ୟାଶନାଲ ଲିମିଟେଡ୍ର ନୂତନ ଉତ୍ପାଦ ଯୁବା ୫ଜି (ପାୱାର ପ୍ୟାକ୍ଡ ଯୁବା ୫ଜି)ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଦୁଇଟି ମେମୋରି ଭାରିଆଣ୍ଟରେ ଉନ୍ମୋଚନ ହୋଇଥିବା ଯୁବା ୫ଜିରେ ଅତ୍ୟାଧୁନିକ ଫିଚର ସହ ଉତ୍କୃଷ୍ଟ ବ୍ୟାଟେରି ବ୍ୟାକ୍ଅପ୍, ଦ୍ରୁତ ଏବଂ କ୍ୱାଲିଟି କ୍ୟାମେରା ଭଳି ଅନେକ ବୈଶିଷ୍ଟ ସାମିଲ ରହିଛି। ଏପରିକି ଏହାର ୬୪ଜିବି ମଡେଲର ବଜାର ମୂଲ୍ୟ ୯,୪୯୯ ଟଙ୍କା ଏବଂ ୧୨୮ଜିବିର ମୂଲ୍ୟ ୯,୯୯୯ ଟଙ୍କା ରହିଛି। ଅପରପକ୍ଷରେ ୟୁବା ୫ଜି ଆମାଜନ, ଲାଭା ଇ-ଷ୍ଟୋର ଏବଂ ଲାଭା ରିଟେଲ ଆଉଟ୍ଲେଟ୍ଗୁଡିକରେ ୨୦୨୪ ଜୁନ୍ ୫ରୁ ଉପଲବ୍ଧ ହେବାକୁ ଯାଉଛି । ଏ ସମ୍ପର୍କରେ ଲାଭା ଇଣ୍ଟରନ୍ୟାଶନାଲର ମାକେର୍ଟି ହେଡ୍ ପୁରବଂଶ ମୈତ୍ରେୟ କହିଛନ୍ତି, ଯୁବା ୫ଜି’ର ଅନାବରଣକରି ବେଶ୍ ଉତ୍ସାହିତ ଅଛୁ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post