ଗୋପାଳପୁରରେ ବିଶ୍ୱର ପ୍ରଥମ ଗ୍ରୀନ୍ ଆମୋନିଆ ପ୍ଲାଣ୍ଟ ପ୍ରତିଷ୍ଠା ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। CMOର ସୂଚନା ଅନୁଯାୟୀ, ରାଜ୍ୟ ସରକାରଙ୍କ ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମ ଅଧୀନରେ ଏସିଏମଇ ଗ୍ରୁପ୍ ଏବଂ ଜାପାନର ଆଇଏଚ୍ଆଇ କର୍ପୋରେସନ୍ ଦ୍ୱାରା ପ୍ରାୟ ୧.୩ ଏମ୍ଟିପିଏ ଗ୍ରୀନ୍ ଆମୋନିଆ ପ୍ଲାଣ୍ଟ ସ୍ଥାପନ କରାଯିବ।ଏସିଏମଇ ଗ୍ରୁପ୍ ଏବଂ ଆଇଏଚ୍ଆଇର ବରିଷ୍ଠ ଅଧିକାରୀମାନେ ଆଜି ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ୩,୭୦୦ ଲୋକଙ୍କ ନିଯୁକ୍ତି ସୁଯୋଗ ଥିବା ଏହି ପ୍ରକଳ୍ପ ବିଷୟରେ ଅବଗତ କରାଇଛନ୍ତି। ଗ୍ରୀନ୍ ଆମୋନିଆ ପ୍ଲାଣ୍ଟ ପାଇଁ ମୋଟ ୬୦,୦ କୋଟି ଟଙ୍କା ବିନିଯୋଗ କରାଯିବ ଏବଂ ଏହି ସବୁଜ ଆମୋନିଆ ସବୁଜ ହାଇଡ୍ରୋଜେନରୁ ଉତ୍ପାଦନ ହେବ ଏବଂ ଉତ୍ପାଦନ କେନ୍ଦ୍ରଗୁଡ଼ିକ ଅକ୍ଷୟ ଶକ୍ତି ଦ୍ୱାରା ପରିଚାଳିତ ହେବ ବୋଲି ସୂତ୍ରରୁ ପ୍ରକାଶ।
Trending
- ଉଦ୍ଘାଟନର ମାତ୍ର ୧୭ ଦିନ ଭୁଶୁଡ଼ିଲା ୧୬ କୋଟି ଟଙ୍କାରେ ନିର୍ମିତ ବ୍ରିଜର ଆପ୍ରୋଚ୍ ରୋଡ୍
- ଛାତ୍ର ଆନ୍ଦୋଳନ: ଅପରାଧିକ ରେକର୍ଡ ନଥିବା ୧୮ ବର୍ଷରୁ କମ ଛାତ୍ରଛାତ୍ରୀଙ୍କୁ ତୁରନ୍ତ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ
- ମହାନଦୀରେ ବନ୍ୟାଜଳକୁ ଦୃଷ୍ଟିରେ ରଖି ଜିଲ୍ଲାପ୍ରଶାସନ ପକ୍ଷରୁ ସତର୍କତା ଜାରି
- ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ,ଘୋଷଣା କଲେ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି
- ନବଦିନାତ୍ମକ ଯାତ୍ରା ସାରି ରତ୍ନବେଦୀରେ ବିଜେ ହୋଇଛନ୍ତି ଶ୍ରୀଜିଉ , ଆଜି ଶ୍ରୀମନ୍ଦିରରେ ବାହାରିବ ନୀଳାଚଳ ଅବଢ଼ା
- ମୁଖ୍ୟମନ୍ତ୍ରୀଙ୍କ ୧୯ତମ ଅଭିଯୋଗ ଶୁଣାଣି,୧୨ ଜଣ ରୋଗୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୬ ଲକ୍ଷ ୧୫ ହଜାର ଟଙ୍କା ପ୍ରଦାନ
- ପାରଳାଖେମୁଣ୍ଡି ACF ସୌମ୍ୟ ମୃତ୍ୟୁ ମାମଲାରେ ବଡ଼ ମୋଡ଼,ଆତ୍ମସମର୍ପଣ କଲେ ଗଜପତିର ତତ୍କାଳୀନ DFO ସଂଗ୍ରାମ ବେହେରା
- ନାଇଡୁ ରିପୋର୍ଟ ଫାଇଲକୁ ନେଇ ବଡ଼ ପଦକ୍ଷେପ,ନାଇଡୁ କମିସନ ଫାଇଲ ଖୋଜିବ କ୍ରାଇମବ୍ରାଞ୍ଚ
- କକରୋଚ୍ ଜନତା ପାର୍ଟି ପରେ ଇ୨୦ ଜନତା ପାର୍ଟି ମୁଣ୍ଡ ଟେକିଛି, ୧୦୦ ପ୍ରତିଶତ ଶୁଦ୍ଧ ପେଟ୍ରୋଲ ମିଳିବା ଦାବି ନେଇ ଆନ୍ଦୋଳନ ଓ୍ବହ୍ଲାଇବ
- ଆଜି ନୀଳାଦ୍ରି ବିଜେ,ମହାପ୍ରଭୁ ରସଗୋଲା ଦେଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ
Prev Post
Next Post