ମୋବାଇଲ ୟୁଜରଙ୍କୁ ଆଉ ଅପେକ୍ଷା କରିବାକୁ ପଡ଼ିବ ନାହିଁ, କାହିଁକି ନା ଖୁବଶୀଘ୍ର ପ୍ରସ୍ତୁତ ହେବାକୁ ଯାଉଛି ‘ମେଡ ଇନ ଇଣ୍ଡିଆ’ ଗୁଗଲ ପିକ୍ସେଲ ସ୍ମାର୍ଟଫୋନ । ଗୁଗଲ ଡିଭାଇସ ଆଣ୍ଡ ସର୍ଭିସେସ୍ର ସିନିଅର ଭାଇସ୍ ପ୍ରେସିଡେଣ୍ଟ ଗୁଗଲ ଫର ଇଣ୍ଡିଆ କାର୍ଯ୍ୟକ୍ରମରେ କହିଛନ୍ତି, ଗୁଗଲ ଇଣ୍ଡିଆରେ ପିକ୍ସେଲ ୮ ସ୍ମାର୍ଟଫୋନ ନିର୍ମାଣ କରିବ । ଯାହାକୁ ଭାରତୀୟ ମାର୍କେଟ ଏବଂ ବିଦେଶରେ ବିକ୍ରି କରାଯିବ । ଏଥିପାଇଁ ଗୁଗଲ ଅନ୍ତରାଷ୍ଟ୍ରୀୟ ଚୁକ୍ତିନାମା ନିର୍ମାତାଙ୍କ ସହିତ ସହଭାଗିତା କରିବ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Next Post