ଆପଣ ChatGPT ବ୍ୟବହାର କରୁଛନ୍ତି ତେବେ ଆପଣଙ୍କ ପାଇଁ ଆସିଛି ଏକ ବଡ଼ ଖବର । ଆପଣ ଯେଉଁ ଇ-ମେଲ୍ IDରେ ଚାଟ୍ ଜିପିଟି ବ୍ୟବହାର କରୁଛନ୍ତି ତାହା ବର୍ତ୍ତମାନ ହ୍ୟାକର୍ସମାନଙ୍କ ଟାର୍ଗେଟରେ ରହିଛି । ଇଣ୍ଡିଆନା ୟୁନିଭର୍ସିଟି ବ୍ଲୁମିଙ୍ଗଟନ୍ର ଏକ ଅନୁସନ୍ଧାନକାରୀ ଟିମ୍ ChatGPTର ସବୁଠାରୁ ପାଓ୍ଵାରଫୁଲ ମଡେଲ୍ GPT-3.5 Turbo କୁ ନେଇ ଚେତାବନୀ ଦେଇଛନ୍ତି । ପିଏଚଡି ରୁଇ ଜୁଙ୍କ ନେତୃତ୍ୱରେ ଏହି ଟିମ୍ କହିଛି ଯେ ଚାଟ୍ ଜିପିଟି ବ୍ୟବହାର କରୁଥିବା ୟୁଜର୍ସଙ୍କ ଇ-ମେଲ୍ ଆଇଡି ଲିକ୍ ହୋଇଛି । ଟିମ୍ ଏହାକୁ ନେଇ ପ୍ରମାଣ ମଧ୍ୟ ଦେଖାଇଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post