ଭାରତରେ କାରର ଚାହିଦା ବଢ଼ୁଥିବାରୁ ଅନେକ ନୂଆ କାର ଲଞ୍ଚ ହେଉଛି । ସେହିପରି ଅନେକ କାରରେ ଡିସକାଉଣ୍ଟ ମଧ୍ୟ ଦିଆଯାଉଛି । ଯାହା ଦ୍ୱାରା କାର ପ୍ରେମୀମାନେ କାର କିଣିବା ପାଇଁ ଆଗ୍ରହ ପ୍ରକାଶ କରିବେ । ତେବେ ଏହାକୁ ନଜରରେ ରଖି ଦୁଇଟି କମ୍ପାନୀ ନିଜ ନିଜ କାରରେ ଡିସକାଉଣ୍ଟ ଦେଉଛନ୍ତି । ୨୦୨୩ ସରିବାକୁ ବସିଥିବା ବେଳେ ବର୍ଷ ଶେଷରେ ଏହି ଅଫର ଦିଆଯାଉଛି । ତେବେ ଆସନ୍ତୁ ଜାଣିବା କେଉଁ କାରରେ ଏହି ଅଫର ମିଳୁଛି ।ଭାରତରେ Volkswagen Taigun ଏସୟୁଭିରେ ୧.୪୬ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଡିସକାଉଣ୍ଟ ଦିଆଯାଉଛି । ଏହି ଡିସକାଉଣ୍ଟରେ କ୍ୟାସ୍ ଡିସକାଉଣ୍ଟ, ଏକ୍ସଚେଞ୍ଜ ବୋନସ୍ ଏବଂ କିଛି ସ୍ପେସାଲ ସୁବିଧାକୁ ସାମିଲ କରାଯାଇଛି । କିନ୍ତୁ ଏହି ଅଫର ୩୧ ଡିସେମ୍ବର, ୨୦୨୩ ପର୍ଯ୍ୟନ୍ତ ହିଁ ରହିଛି । Volkswagen Taigun SUVର ଏକ୍ସ-ଶୋ’ରୁମ୍ ଦାମ୍ ୧୧.୬୨ ଲକ୍ଷରୁ ଆରମ୍ଭ ହୋଇ ୨୧.୧୦ ଲକ୍ଷ ପର୍ଯ୍ୟନ୍ତ ଥାଏ
Trending
- ‘ୱି ଦି ଲିଡର’ ଆନ୍ଦୋଳନର ଶୁଭାରମ୍ଭ କରିଛନ୍ତି କେ. ଆନ୍ନାମଲାଇ,ମାତ୍ର କେଇ ଘଣ୍ଟା ମଧ୍ୟରେ ୧୫ ଲକ୍ଷରୁ ଅଧିକ ଲୋକ ଏଥିରେ ସାମିଲ ହୋଇ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି
- ମୃତ ସୌମ୍ୟଙ୍କ ମୌଜପୁର ଘରେ ଖୋଳତାଡ଼ କରୁଛନ୍ତି କ୍ରାଇମବ୍ରାଞ୍ଚ ଟିମ୍,ହାତଲେଖା ଡାଇରୀ ଜବତ କରିବା ପାଇଁ ଏହି ଟିମ୍ ତାଙ୍କ ଘରେ ପହଞ୍ଚିଛି
- ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
Prev Post