ଭାରତୀୟ ବଜାରରେ Oppo ତାର ଦବଦବା ଜାହିର କରିଛି । ବଜେଟ ଫୋନ୍ ମାଧ୍ୟମରେ ୟୁଜର୍ସଙ୍କ ପ୍ରିୟ ପାଲଟିଛି ଏହି ମୋବାଇଲ କମ୍ପାନୀ ।5G ସ୍ମାର୍ଟଫୋନ୍ କ୍ଷେତ୍ରରେ ଏକ ଦମଦାର ହ୍ୟାଣ୍ଡ୍ସେଟ୍ ଲଞ୍ଚ କରିଛି Oppo । ଏହାର କ୍ୟାମେରା ଆଗରେ କୌଣସି DSLR କ୍ୟାମେରା କାମ କରିବନି ।Oppo Find X7 Ultraରେ ରହିଛି ଦୁନିଆ ପ୍ରଥମ ହାଇପର ଟୋନ୍ କ୍ୟାମେରା । ଏହାର Sony IMX989 ସେନ୍ସର ଫଟୋ କ୍ୱାଲିଟିକୁ ଦ୍ୱିଗୁଣିତ କରିବ ।5G ଫୋନ୍ କ୍ଷେତ୍ରରେ ଏହା ଏକ ବିପ୍ଳବ ଆଣିବାକୁ ଯାଉଥିବା ଟେକ୍ ଏକ୍ସପର୍ଟ ମତ ଦେଉଛନ୍ତି । ବର୍ତ୍ତମାନ ଭାରତୀୟ ମୁଦ୍ରାରେ ଏହାର ମୂଲ୍ୟ ୮୨୦୦୦ ହଜାର ଟଙ୍କା ରହିଛି ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post