Oppo ଏହାର ପ୍ରଥମ ଫୋଲଡେବଲ୍ ଫୋନ୍ Find N3 ଫ୍ଲିପ୍ ଫୋନ୍ ଲଞ୍ଚ କରିଛି । ଏହି ଫୋନରେ ୭.୮୨ ଇଞ୍ଚର ମେନ୍ ଡିସପ୍ଲେ ଏବଂ ୬.୩ ଇଞ୍ଚର ଏକ୍ସଟର୍ନାଲ ସ୍କ୍ରିନ୍ ଦିଆଯାଇଛି । Oppo Find N3 ଫ୍ଲିପ୍ ଫୋନରେ କ୍ୱାଲକମ୍ ସ୍ନାପଡ୍ରାଗନ୍ ୮ ଜେନ ୨ ଚିପସେଟ ଅଛି ଏବଂ ଏହି ଫୋନ୍ ଆଣ୍ଡ୍ରଏଡ୍ 13 OS ରେ ଚାଲିଥାଏ । Oppo Find N3 ଫ୍ଲିପ୍ ଫୋନ୍ ମାତ୍ର ୯,୯୯୯ ୟୁଆନ୍ ବା ଭାରତୀୟ ମୂଲ୍ୟ ୧,୧୩,୮୦୦ ଟଙ୍କାରେ ଲଞ୍ଚ କରାଯାଇଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post