ଟ୍ଵିଟର ଅର୍ଥାତ୍ X ଡାଉନ ହୋଇଛି । ଫଳରେ ଆପ୍ ବ୍ୟବହାର କରୁଥିବା ଲୋକଙ୍କ ପାଇଁ ସମସ୍ୟା ଉପୁଜିଛି । ସାଇଟ ଡାଉନ ହେବା ଯୋଗୁଁ ୟୁଜର୍ସ ଅନେକ ହଇରାଣ ହେଉଛନ୍ତି । ଟୁଇଟର ଡାଉନ ହେବା ଯୋଗୁଁ କୋଟି କୋଟି ୟୁଜର୍ସ ଆପ୍ ଏବଂ ୱେବସାଇଟ ବ୍ୟବହାର କରିବାରେ ସମସ୍ୟା ଭୋଗୁଛନ୍ତି ।X ଖୋଲିବା ସମୟରେ, Welcome ଲେଖା ହୋଇଛି କିନ୍ତୁ ଏହା ପରେ କୌଣସି ପୋଷ୍ଟ ଦେଖାଯାଉନି । ଉଭୟ ମୋବାଇଲ୍ ଏବଂ ଡେସ୍କଟପ୍ ବ୍ୟବହାରକାରୀ ଏହି ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଉଭୟ ଭେରିଫାଇଡ ଓ ନନ୍ ଭେରିଫାଇଡ ଉଭୟଙ୍କ ପାଇଁ ଅସୁବିଧା ହୋଇଛି ।
Trending
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ