ହ୍ୟୁମାନାଇଡ୍ ରୋବଟ୍ ଦିନକୁ ଦିନ ଉନ୍ନତ ହେବାରେ ଲାଗିଛି । ବର୍ତ୍ତମାନ ଏହି ରୋବଟ୍ ପ୍ରୋବେଲ୍ମ ସଲଭିଙ୍ଗ୍ ଏବଂ ନିଜ ଗୋଡ଼ ହାତକୁ ସେଲ୍ଫ କ୍ୟାଲିବ୍ରେଟ କରିପାରୁଛି । ଏହି ରୋବଟର ଏକ ଭିଡିଓ ଏଲନ୍ ମସ୍କ ‘ଏକ୍ସ’ ପ୍ଲାଟଫର୍ମରେ ସେୟାର କରିଛନ୍ତି । ଏକ ଫଟୋ ମଧ୍ୟ ପୋଷ୍ଟ କରିଛନ୍ତି ଯେଉଁଥିରେ ରୋବଟ୍ ପ୍ରଣାମ କରୁଛି । ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଭିଡିଓରୁ ଜଣା ପଡ଼ିଛି ଯେ ରୋବଟ୍ ବର୍ତ୍ତମାନ ଦୃଷ୍ଟି ଏବଂ ଜଏଣ୍ଟ ପୋଜିସନ୍ ଏନକୋଡର୍ ସାହାଯ୍ୟରେ ସ୍ପେସରେ ଏହାର ଅଙ୍ଗକୁ ସଠିକ୍ ଭାବରେ ଚିହ୍ନଟ କରିପାରିବ, ଯାହା ଭବିଷ୍ୟତ ମିଶନରେ ସାହାଯ୍ୟ ହେବ ।
Trending
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
Prev Post
Next Post