ଫେଷ୍ଟିଭ ସିଜନ ପାଇଁ ଲୋକମାନେ ପ୍ରସ୍ତୁତି ଆରମ୍ଭ କରିଛନ୍ତି । କିଛି ଲୋକ ଅଛନ୍ତି ଯେଉଁମାନେ ଦୀପାବଳି ପରେ ମଧ୍ୟ ବାଣ ଫୁଟାନ୍ତି । ଦୀପାବଳି ପରେ ବାଣ ଫୁଟାଉଥିବା ଯୋଗୁଁ ବହୁତ ପ୍ରଦୂଷଣ ହୋଇଥାଏ ଯାହା ସ୍ୱାସ୍ଥ୍ୟକୁ କ୍ଷତି ପହଞ୍ଚାଇପାରେ । ଏହି ପ୍ରଦୂଷଣ ଘର ଭିତରେ ମଧ୍ୟ ଦ୍ରୁତ ଗତିରେ ପ୍ରବେଶ କରେ । ଯଦି ଆପଣ ନିଜ ପରିବାରକୁ ଏହି ପ୍ରଦୂଷଣରୁ ରକ୍ଷା କରିବାକୁ ଚାହୁଁଛନ୍ତି ତେବେ ଏୟାର ପ୍ୟୁରିଫାୟର କିଣିବା ଆପଣଙ୍କ ପାଇଁ ଉଚିତ ହେବ । ଏହି ସମୟରେ ଏୟାର ପ୍ୟୁରିଫାୟର୍ ଉପରେ ଭାରି ଡିସକାଉଣ୍ଟ ଦିଆଯାଉଛି, ତେଣୁ ଆଜି ଆମେ ଆପଣଙ୍କ ପାଇଁ ଏପରି କିଛି ଦମଦାର ପ୍ୟୁରିଫାୟର୍ସ ନେଇ ଆସିଛୁ ଯାହା ଆପଣଙ୍କ ଟଙ୍କା ବଞ୍ଚାଇବଆପଣଙ୍କ ଟଙ୍କା ବଞ୍ଚାଇବ ।
Trending
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
Prev Post
Next Post