ବିବାର ଅପରାହ୍ନରେ ପୁଣେ ନିକଟରେ ଏକ ନଦୀ ଉପରେ ଏକ ସେତୁ ଭୁଶୁଡ଼ି ପଡ଼ିବା ପରେ ଅନେକ ପର୍ଯ୍ୟଟକ ବୁଡ଼ି ଯାଇଥିବା ଆଶଙ୍କା କରାଯାଉଛି। ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳର ଦଳଗୁଡ଼ିକ ପୁଣେର ଦୁର୍ଘଟଣାସ୍ଥଳରେ ସ୍ଥାନରେ ପହଞ୍ଚିଛନ୍ତି ଏବଂ ଉଦ୍ଧାର କାରୀଜୟ ଜାରି ରହିଛି। ସରକାରୀ ଉଦ୍ଧାରକାରୀ ଦଳ ପହଞ୍ଚିବା ପୂର୍ବରୁ ସ୍ଥାନୀୟ ଲୋକ ଏବଂ ପୋଲିସ ପ୍ରଥମେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ବର୍ତ୍ତମାନ ସୁଦ୍ଧା ଦୁଇଟି ମୃତଦେହ ଉଦ୍ଧାର କରାଯାଇଛି।ଏହି ଅଞ୍ଚଳ ଏକ ଲୋକପ୍ରିୟ ପର୍ଯ୍ୟଟନ ସ୍ଥଳୀ ଏବଂ ଘଟଣା ସମୟରେ ଜନଗହଳି ଥିଲା। ତେବେ ସେଠାକାର ସ୍ଥାନୀୟ ବାସିନ୍ଦାମାନେ ପୂର୍ବରୁ ସେତୁର ସଂରଚନାତ୍ମକ ସୁରକ୍ଷା ବିଷଯ଼ରେ ଚିନ୍ତା ପ୍ରକଟ କରିଥିଲେ, କିନ୍ତୁ ଅନେକ ପର୍ଯ୍ୟଟକ ସମ୍ଭାବ୍ୟ ବିପଦ ବିଷଯ଼ରେ ଅବଗତ ନଥଲେ।
Trending
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
- ସରକାରଙ୍କ ବିଫଳତା ନେଇ ଜନସଚେତନତା ସୃଷ୍ଟି କରିବ ବିଜେଡି
- ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି
- ରାଜ୍ୟରେ ସରକାରୀ ଚାକିରି ବିକ୍ରୀ ହେବାରେ ଲାଗିଛି
Next Post