ଜାତୀୟ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା ଓ ବାଲିଯାତ୍ରା । ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତର ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ଏହି ତାଲିକା ପ୍ରକାଶ ପାଇଛି । ଯେଉଁଥିରେ କଟକର ଐତିହାସିକ ବାଲିଯାତ୍ରା ୪୫ତମ ଏବଂ ବିଶ୍ବପ୍ରସିଦ୍ଧ ରଥଯାତ୍ରା ୫୪ତମ ସ୍ଥାନରେ ରହିଛି । ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ପୂର୍ବରୁ ପୂର୍ବରୁ ସଂସ୍କୃତି ମନ୍ତ୍ରାଳୟକୁ ଏସଜେଟିଏ ଏନେଇ ପ୍ରସ୍ତାବ ପଠାଇଥିଲା ।
Trending
- ରାଜ୍ୟ କ୍ୟାବିନେଟ ବୈଠକ – ୪ଟି ବିଭାଗର ୫ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ
- ବିହାରରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ସମସ୍ତେ ଚେଷ୍ଟା ଚଳାଇଛି ବିଜେପି , ଦିନକରେ ତିିନି ସ୍ଥାନରେ ଅମିତ ଶାହଙ୍କ ପ୍ରଚାର
- ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ତତ୍ପର – ସୁରେଶ ପୂଜାରୀ
- ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
- “ଯେତେବେଳେ ମୋବାଇଲ୍ ଫୋନ୍ ଥାଏ, ବିହାରକୁ ଲଣ୍ଠନର ଆବଶ୍ୟକତା ନାହିଁ – ପ୍ରଧାନମନ୍ତ୍ରୀ ମୋଦୀ
- ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
- ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
- ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା