ଜାତୀୟ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା ଓ ବାଲିଯାତ୍ରା । ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତର ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ଏହି ତାଲିକା ପ୍ରକାଶ ପାଇଛି । ଯେଉଁଥିରେ କଟକର ଐତିହାସିକ ବାଲିଯାତ୍ରା ୪୫ତମ ଏବଂ ବିଶ୍ବପ୍ରସିଦ୍ଧ ରଥଯାତ୍ରା ୫୪ତମ ସ୍ଥାନରେ ରହିଛି । ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ପୂର୍ବରୁ ପୂର୍ବରୁ ସଂସ୍କୃତି ମନ୍ତ୍ରାଳୟକୁ ଏସଜେଟିଏ ଏନେଇ ପ୍ରସ୍ତାବ ପଠାଇଥିଲା ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ