ଭିଏତନାମ: ସରିଲା ହାନୋଇ ରୋଡ ଶୋ । ଦକ୍ଷିଣ ପୂର୍ବ ଏସିଆରୁ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ପାଇଁ ଓଡ଼ିଶା ଟୁରିଜିମ ଭିଏତନାମ ହାନୋଇ ଶେଷ କରିଛି ତାର ତୃତୀୟ ପର୍ଯ୍ୟାୟ ଅନ୍ତର୍ଜାତୀୟ ପ୍ରମୋସନ ରୋଡ ଶୋ । ଫିକ୍କିର ସହଯୋଗରେ ଆୟୋଜିତ ଏହି ରୋଡ ଶୋରେ ଯୋଗଦେଇଥିଲେ ୧୩୦ ଭିଏତନାମ ଟୁର ଅପରେଟର । ଏମାନେ ଓଡ଼ିଶା ସହ ନେଟୱର୍କିଂ କରି କାର୍ଯ୍ୟ କରିଥାନ୍ତି ।ବିଜିନେସ ଟୁ ବିଜିନେସ ଏବଂ ବିଜିନେସ ଟୁ ଗ୍ରୁପକୁ ନେଇ ଭିଏତନାମ ପର୍ଯ୍ୟଟନ କମ୍ପାନୀ ସହ ଆଲୋଚନା କରିଥିଲା ଓଡ଼ିଶା ଟୁରିଜିମ । ଏହି ଅବସରରେ ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ ପୁରାତନ କାଳର ସଂପର୍କକୁ ବଖାଣିଥିଲେ ।
Trending
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
- ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ହେଲେ ଆଯୋଧ୍ୟା ରାମ ମନ୍ଦିରର CEO
- ଓଡ଼ିଶାରେ କମିଲା PUCC ଜରିମାନା, ଗାଡ଼ି ଅନୁସାରେ ଲାଗିବ ଅଲଗା ଅଲଗା ଜରିମାନା
- ନୂଆ ପୋଲିସ ମୁଖ୍ୟ ଚୟନ ଉପରେ ଜାରି ରହିଲା ସସ୍ ପେନ୍ସ,ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା ,ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ
- ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମାେହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
- ବାଣ କାରଖାନାରେ ବିସ୍ଫୋରଣ : ୮ ପିଲାଙ୍କ ସମେତ ୧୧ ମୃତ ୫ ଗୁରୁତର
Prev Post