ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚ୍ଚର ଏବେ ସିବିଆଇ ହେପାଜାତରେ । କେବଳ ସେ ନୁହଁନ୍ତି ତାଙ୍କ ସ୍ୱାମୀ ଦୀପକ କୋଚ୍ଚରଙ୍କୁ ମଧ୍ୟ ୩ଦିନିଆ ସେଣ୍ଟ୍ରାଲ୍ ଇନଭେଷ୍ଟିଗେସନ୍ ବ୍ୟୁରୋ (ସିବିଆଇ) ହେପାଜତକୁ ପଠାଇଛନ୍ତି। କେନ୍ଦ୍ରୀୟ ଅନୁସନ୍ଧାନକାରୀ ସଂସ୍ଥା କୋର୍ଟଙ୍କୁ କହିଥିଲେ ଯେ ତଦନ୍ତ ସମୟରେ ଉଭୟ ସହଯୋଗ କରି ନଥିଲେ। ତେଣୁ ସେମାନଙ୍କୁ ଗିରଫ କରାଯାଇଛି। ତେବେ ଆଇସିଆଇସିଆଇ ବ୍ୟାଙ୍କ ତରଫରୁ ଭିଡିଓକନ ଗ୍ରୁପକୁ ଋଣ ଦେଣନେଣରେ ତାଙ୍କ ପଦବିର ଦୁରୁପଯୋଗ କରିଥିବା ଯୋଗୁ ଚନ୍ଦା ଏବଂ ତାଙ୍କ ସ୍ବାମୀଙ୍କୁ ଶୁକ୍ରବାର ଗିରଫ କରିଥିଲା ସିବିଆଇ। ଆଇସିଆଇସିଆଇ ବ୍ୟାଙ୍କ ଭିଡିଓକନ ଗ୍ରୁପକୁ ୩୨୫୦ କୋଟି ଟଙ୍କା ଋଣ ଦେଇଥିଲା। କିନ୍ତୁ ଭିଡିଓକନ ଗ୍ରୁପ୍ ଉକ୍ତ ଋଣର ପ୍ରାୟ ୮୬ ପ୍ରତିଶତ ଅର୍ଥାତ ୨୮୧୦ କୋଟି ଟଙ୍କା ପରିଶୋଧ କରିନଥିଲା, ଯାହାକି ଏନପିଏରେ ରହିଛି।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
Prev Post
Next Post