ଅଲ୍ଟ ନ୍ୟୁଜ୍ ସହ-ପ୍ରତିଷ୍ଠାତା ମହମ୍ମଦ ଜୁବେରଙ୍କୁ ଶୁକ୍ରବାର ୨୦୧୮ ମସିହାରେ ଟ୍ୱିଟ୍ ମାମଲାରେ ଜାମିନ୍ ପ୍ରଦାନ କରିଛନ୍ତି ଦିଲ୍ଲୀ କୋର୍ଟ। ତାଙ୍କ ବିରୋଧରେ ଥିବା ଅନ୍ୟ ମାମଲାଗୁଡ଼ିକ ବିଚାର ନହେବା ପର୍ଯ୍ୟନ୍ତ ସେ ହେପାଜତରେ ରହିବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଉତ୍ତରପ୍ରଦେଶର ସୀତାପୁର ଜିଲ୍ଳାର ଧାର୍ମିକ ଭାବନାକୁ ଆହତ କରିଥିବା ମାମଲାରେ ତାଙ୍କୁ ଗିରଫ କରାଯାଇଥିଲା। ୨୦୧୮ ମସିହାରେ ଟ୍ୱିଟରରେ ଆପତ୍ତିଜନକ ପୋଷ୍ଟ ଲେଖିଥିବାରୁ ଜୁନ୍ ୨୭ରେ ଦିଲ୍ଳୀ ପୁଲିସ୍ ଅଲ୍ଟ ନ୍ୟୁଜ୍ ସହ-ପ୍ରତିଷ୍ଠାତା ମହମ୍ମଦ ଜୁବେରକୁ ଗିରଫ କରିଥିଲା।
Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Prev Post
Next Post