‘ଅଦାନୀ ଗ୍ରୁପ୍’ର ଅଧ୍ୟକ୍ଷ ଗୌତମ ଅଦାନୀ ବିଶ୍ବର ୪ର୍ଥ ଶ୍ରେଷ୍ଠ ଧନୀ ବ୍ୟକ୍ତି ହୋଇଛନ୍ତି । ‘ଦି ଫୋବ୍ସ୍’ ପତ୍ରିକାର ‘ରିୟଲ୍-ଟାଇମ୍ ବିଲିୟନାରିଜ୍’ ତାଲିକା ରେ ଏହା ପ୍ରକାଶପାଇଛି । ତାଙ୍କ ସମ୍ପତ୍ତିର ମୂଲ୍ୟ ୧୧୫. ୫ ବିଲିୟନ୍ ଡଲାର୍ ହୋଇଥିବା ବେଳେ ବିଲ ଗେଟ୍ସ୍ଙ୍କ ସମ୍ପତ୍ତିର ମୂଲ୍ୟ ୧୦୪.୬ ବିଲିୟନ୍ ଡଲାର୍ ବୋଲି ଉକ୍ତ ତାଲିକାରେ ଉଲ୍ଲେଖ କରାଯାଇଛି। କ୍ଷୁଦ୍ର ସାମଗ୍ରୀ ବ୍ୟବସାୟଠୁ ଆରମ୍ଭ କରି କ୍ରୀଡ଼ା, ଖଣି ଏବଂ ଗ୍ରିନ୍ ଏନର୍ଜି ଭଳି ବଡ଼ ବ୍ୟବସାୟକୁ ପରିବର୍ତ୍ତନ କରି ‘ଅଦାନୀ ଗ୍ରୁପ୍’ର ଅଧ୍ୟକ୍ଷ ପ୍ରସିଦ୍ଧି ଲାଭ କରିଛନ୍ତି।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post
Next Post