ମେଟ୍ରୋ ଟିଭି ଓଡ଼ିଶା ବ୍ୟୁରୋ: ପଶ୍ଚିମ ଏବଂ ପୂର୍ବ ଜର୍ମାନୀ ଏକ ହୋଇପାରନ୍ତି, ତେବେ କାହିଁକି ଭାରତ, ପାକିସ୍ତାନ ଏବଂ ବାଂଲାଦେଶ ଏକ ହୋଇପାରିବେ ନାହିଁ? ଏକ କାର୍ଯ୍ୟକ୍ରମରେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଏହା କହିଛନ୍ତି। ସେ ଦେଶର ବିଭାଜନକୁ ଦୁଃଖଦାୟକ ବୋଲି କହି ଏଥିପାଇଁ କଂଗ୍ରେସକୁ ଦାୟୀ କରିଛନ୍ତି। ସେ କହିଛନ୍ତି ଯେ ଯଦି କଂଗ୍ରେସର କିଛି ଲୋକ କ୍ଷମତାକୁ ନେବାକୁ ତତ୍ପରତା ଦେଖାଇ ନଥାନ୍ତେ, ତେବେ ବୋଧହୁଏ ବିଭାଜନ ହୋଇ ନଥାନ୍ତା। ଯଦି ସେମାନେ କିଛି ସମୟ ପାଇଁ କ୍ଷମତା ଛାଡିଥାନ୍ତେ, ତେବେ ବିଭାଜନକୁ ରୋକାଯାଇ ପାରିଥାନ୍ତା
Trending
- ଆରପାରିରେ ଆଦିବାସୀ ନେତା ଜର୍ଜ ତିର୍କୀ, ଗଭୀର ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- ମହିଳାଙ୍କୁ ଟାଣିନେଇଥିଲା କୁମ୍ଭୀର , ମିଳିଲା ମୃତଦେହ
- ଆସାମ ରାଇଫଲ୍ସର ଗାଡ଼ି ଉପରେ ଆକ୍ରମଣ, ୨ ଜଣ ଯବାନ ସହିଦ ଓ ୩ ଯବାନ ଆହତ
- ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ କାହିଁକି ଉଠାଇ ନେଲା EOW !
- ବିଦ୍ୟାଳୟରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ