ମେଟ୍ରୋ ଟିଭି ଓଡ଼ିଶା ବ୍ୟୁରୋ: ପଶ୍ଚିମ ଏବଂ ପୂର୍ବ ଜର୍ମାନୀ ଏକ ହୋଇପାରନ୍ତି, ତେବେ କାହିଁକି ଭାରତ, ପାକିସ୍ତାନ ଏବଂ ବାଂଲାଦେଶ ଏକ ହୋଇପାରିବେ ନାହିଁ? ଏକ କାର୍ଯ୍ୟକ୍ରମରେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଏହା କହିଛନ୍ତି। ସେ ଦେଶର ବିଭାଜନକୁ ଦୁଃଖଦାୟକ ବୋଲି କହି ଏଥିପାଇଁ କଂଗ୍ରେସକୁ ଦାୟୀ କରିଛନ୍ତି। ସେ କହିଛନ୍ତି ଯେ ଯଦି କଂଗ୍ରେସର କିଛି ଲୋକ କ୍ଷମତାକୁ ନେବାକୁ ତତ୍ପରତା ଦେଖାଇ ନଥାନ୍ତେ, ତେବେ ବୋଧହୁଏ ବିଭାଜନ ହୋଇ ନଥାନ୍ତା। ଯଦି ସେମାନେ କିଛି ସମୟ ପାଇଁ କ୍ଷମତା ଛାଡିଥାନ୍ତେ, ତେବେ ବିଭାଜନକୁ ରୋକାଯାଇ ପାରିଥାନ୍ତା
Trending
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା