ଇଡି ଶିବସେନା ନେତା ସଞ୍ଜୟ ରାଉତଙ୍କୁ ଗିରଫ କରିଛି । ସଞ୍ଜୟଙ୍କ ଭାଇ ସୁନିଲ ଏହି ସୂଚନା ଦେଇଛନ୍ତି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଅଧିକାରୀମାନେ ଗତକାଲି ସକାଳେ ସଞ୍ଜୟଙ୍କ ବାସଭବନରେ ପହଞ୍ଚିବା ସହ ସଞ୍ଜୟଙ୍କୁ ପଚରାଉଚରା କରିଥିଲେ। ଏକ ହଜାର କୋଟି ଟଙ୍କାର ଜମି ଦୁର୍ନୀତି ମାମଲାରେ ପୂର୍ବରୁ ସଞ୍ଜୟକୁ ଦୁଇ ଦୁଇ ଥର ଇଡି ସମନ କରିଥିଲା । ହେଲେ ସଞ୍ଜୟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କାର୍ଯ୍ୟାଳୟରେ ହାଜର ହୋଇନଥିଲେ । ତେଣୁ ଇଡି ତାଙ୍କ ବାସଭବନକୁ ଯାଇଥିଲା । ସଂଧ୍ୟାରେ ତାଙ୍କୁ ଇଡି ଅଫିସ ଅଣାଯାଇ ପଚରାଉଚୁରା କରାଯାଇଥିଲା । ପରେ ଗିରଫ କରାଯାଇଛି । ତାଙ୍କୁ ଆଜି କୋର୍ଟରେ ହାଜର କରାଯିବ ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Prev Post
Next Post