ଜଷ୍ଟିସ ଉଦୟ ଉମେଶ ଲଲିତ ହେବେ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି। ଜଷ୍ଟିସ ୟୁୟୁ ଲଲିତଙ୍କୁ ଉତ୍ତରାଧିକାରୀ ଭାବେ ଚୟନ କରିଛନ୍ତି ଭାରତର ପ୍ରଧାନ ବିଚାରପତି ଏନଭି ରମନ୍ନା। ଭାରତର ପ୍ରଧାନ ବିଚାରପତି ଏନଭି ରମନ୍ନା ଚଳିତ ମାସ ୨୬ ତାରିଖରେ ଅବସର ଗ୍ରହଣ କରିବେ । କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ପ୍ରଧାନ ବିଚାରପତିଙ୍କ ସଚିବାଳୟକୁ ଏକ ପତ୍ର ପଠାଯାଇ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତିଙ୍କ ନାମ ସୁପାରିସ କରିବାକୁ କୁହାଯାଇଥିଲା। ବରିଷ୍ଠତା ଭିତ୍ତିରେ ଜଷ୍ଟିସ ରମନ୍ନାଙ୍କ ତଳକୁ ରହିଥିଲେ ଜଷ୍ଟିସ ଉଦୟ ଉମେଶ ଲଳିତ । ଏଣୁ ପ୍ରଚଳିତ ପରମ୍ପରା ଅନୁସାରେ ପ୍ରଧାନ ବିଚାରପତି ନୂଆ ପ୍ରଧାନ ବିଚାରପତି ପଦ ପାଇଁ ତାଙ୍କ ନାମ ସୁପାରିସ କରିବାର ସମ୍ଭାବନା ରହିଥିଲା।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ