ବିଜେପି ନେତ୍ରୀ ସୋନାଲି ଫୋଗଟଙ୍କ ମୃତ୍ୟୁ ମାମଲାରେ ଗୋଆର କର୍ଲି କ୍ଲବର ମାଲିକକୁ ଗିରଫ କରିଛି ପୋଲିସ। କ୍ଲବର ବାଥରୁମରୁ ଡ୍ରଗ୍ସ ଜବତ କରିଥିବା ପୋଲିସ କହିଛି କରିଛି ପୋଲିସ୍ । ମାମଲାରେ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି । ସୋନାଲିଙ୍କ ପିଏ ସୁଧୀର ସାଙ୍ଗୱାନ୍, ସୁଖବିନ୍ଦର ସିଂ , କର୍ଲି କ୍ଲବର ମାଲିକ ଏବଂ ଜଣେ ଡ୍ରଗ୍ ବେପାରୀ ପୋଲିସର ହେପାଜତରେ ଅଛନ୍ତି । ପୋଲିସ ଏମାନଙ୍କୁ ପଚରାଉଚୁରା କରୁଛି । ତେବେ କଣ ପାଇଁ ସୋନାଲିଙ୍କୁ ହତ୍ୟା କରାଗଲା ତାର ଖୋଳତାଡ଼ କରୁଛି ପୋଲିସ । ନାଇଟ ପାର୍ଟିରେ ଜଣେ ଅଭିଯୁକ୍ତ ବଳପୂର୍ବକ ସୋନାଲିଙ୍କୁ ଏକ ଉତ୍କଟ ନିଶା ଦ୍ରବ୍ୟ ପିଆଉଥିବା ଦେଖିବାକୁ ମିଳିଛି । ଅଭିଯୁକ୍ତ ଏହା ସ୍ୱୀକାର କରିଥିବା ମାମଲାର ତଦନ୍ତ କରୁଥିବା ଗୋଆ ପୋଲିସ ସୂଚନା ଦେଇଛି । ଭୋର ପ୍ରାୟ ସାଢେ ୪ଟା ବେଳେ ଟଳମଳ ଅବସ୍ଥାରେ ସୋନାଲିଙ୍କୁ ତାଙ୍କର ଦୁଇ ସହଯୋଗୀ ଟଏଲଟ୍ ଯିବାରେ ସହଯୋଗ କରୁଥିବା ଦେଖିବାକୁ ମିଳିଛି । ଦୁଇ ଘଣ୍ଟା ଧରି ସୋନାଲି ଟଏଲଟ୍ ମଧ୍ୟରେ ରହିଥିବା ଗୋଆ ପୋଲିସ ଆଇଜି ସୂଚନା ଦେଇଛନ୍ତି ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ