ଆଜି ପାଇଁ ଏକାଧିକ ଏକ୍ସପ୍ରେସ ସହ ପାସେଞ୍ଜର ଟ୍ରେନ୍ ବାତିଲ

ବାଲେଶ୍ୱର :  ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ପରେ ବାଲେଶ୍ୱର ରୁଟରେ ରେଳ ସେବା ପ୍ରଭାବିତ ହୋଇଛି। ଏକାଧିକ ଏକ୍ସପ୍ରେସ ସହ ପାସେଞ୍ଜର ଟ୍ରେନ୍ ବାତିଲ କରାଯାଇଛି। ୯ଟି ଟ୍ରେନର ଗତିପଥ ସମ୍ପୂର୍ଣ୍ଣ ବଦଳା ଯାଇଛି । ଆଉ ୬ଟି ଟ୍ରେନର ଆଂଶିକ ରୁଟ୍ ଡାଇଭର୍ଟ ହୋଇଛି ।ବାତିଲ ହୋଇଥିବା ଟ୍ରେନ୍ ଗୁଡ଼ି ହେଲା- 18044 ଭଦ୍ରକ-ହାୱଡା ଏକ୍ସପ୍ରେସ୍, 20890 ତିରୁପତି-ହାୱଡା ଏକ୍ସପ୍ରେସ୍, 12551 ବାଙ୍ଗାଲୋର-କାମାକ୍ଷା ସୁପରଫାଷ୍ଟ,12864 ବାଙ୍ଗାଲୋର-ହାୱଡ଼ା ଏକ୍ସପ୍ରେସ୍ ,12253 ବାଙ୍ଗାଲୋର-ଭାଗଲପୁର ଅଙ୍ଗ ଏକ୍ସପ୍ରେସ୍, 08411 ବାଲେଶ୍ୱର-ଭୁବନେଶ୍ୱର ସ୍ପେଶାଲ, 08415/08416 ଜେନାପୁର-ପୁରୀ-ଜେନାପୁର, 08439 ପୁରୀ-ପାଟନା ସ୍ପେଶାଲ ,12666 କନ୍ୟାକୁମାରୀ-ହାୱଡା ଏକ୍ସପ୍ରେସ୍ ,08031 ବାଲେଶ୍ୱର-ଭଦ୍ରକ ସ୍ପେଶାଲ, 08032 ଭଦ୍ରକ-ବାଲେଶ୍ୱର ସ୍ପେଶାଲ,08063 ଖଡଗପୁର-ଭଦ୍ରକ ସ୍ପେଶାଲ୍,08064 ଭଦ୍ରକ-ଖଡଗପୁର ସ୍ପେଶାଲ୍,18045 ଶାଲିମାର-ହାଇଦ୍ରାବାଦ ଇଷ୍ଟ କୋଷ୍ଟ ଏକ୍ସପ୍ରେସ,20889 ହାୱଡା-ତିରୁପତି ଏକ୍ସପ୍ରେସ,12245 ହାୱଡା-ବାଙ୍ଗାଲୋର ଦୁରୋନ୍ତୋ ଏକ୍ସପ୍ରେସ,12703 ହାୱଡା-ସିକନ୍ଦରାବାଦ ଫଲକନାମା ଏକ୍ସପ୍ରେସ,22895 ହାୱଡା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ,2896 ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍,18038 ଯାଜପୁର କେନ୍ଦୁଝର ରୋଡ-ଖଗଡପୁର ଏକ୍ସପ୍ରେସ, 12891 ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ୍, 22890 ପୁରୀ-ଦୀଘା ଏକ୍ସପ୍ରେସ୍ ଓ 22889ଦୀଘା-ପୁରୀ ଏକ୍ସପ୍ରେସ୍।
YouTube player