ଅସହ୍ୟ ଶୀତରେ ଥରୁଛି ଦେଶ। ଉତ୍ତରରୁ ପୂର୍ବ ଭାରତ ପର୍ଯ୍ୟନ୍ତ ଭୟଙ୍କର ଶୀତ ଲହରୀ। ସାରା ଓଡ଼ିଶାରେ ଶୀତ ଲହରୀ। ଉପକୂଳରୁ ଉପାନ୍ତ, ସବୁଠି ଅସହ୍ୟ ଜାଡ଼। ଗତ କିଛି ଦିନ ହେଲା ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥବା ଥଣ୍ଡା ଓ ଶୁଷ୍କ ପବନ ଯୋଗୁ ଅସହ୍ୟ ଜାଡ଼ ଅନୁଭବ ହେଉଛି। ଶୀତ ସାଙ୍ଗକୁ କୁହୁଡ଼ି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ସ୍ଥାନରେ ଘନ କୁହୁଡ଼ି ଯୋଗୁ ଯାତାୟାତ ବାଧାପ୍ରାପ୍ତ । ଆସନ୍ତା ୨୫ ତାରିଖ ସକାଳ ଯାଏ ଘନ କୁହୁଡ଼ିର ସମ୍ଭାବନା ରହିଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post