ବଢ଼ୁଛି ଶୀତ। ପଶ୍ଚିମରୁ ଦକ୍ଷିଣ, ଉତ୍ତରରୁ ଉପକୂଳ ସବୁଠି ଅସହ୍ୟ ଜାଡ଼ । ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ୧୫ ଡିଗ୍ରୀ ତଳକୁ ଖସିଛି । ପାହାଡ଼ିଆ ଅଞ୍ଚଳରେ ରାତିର ପାରଦ ଲଗାତର ଭାବେ ତଳ ମୁହାଁ ହୋଇଛି। ୭ ଡିଗ୍ରୀ ସହ ସବୁଠୁ ଥଣ୍ଡା ସହର ପାଲଟିଛି କନ୍ଧମାଳ ଜିଲ୍ଲା ଜି.ଉଦୟଗିରି। ଫୁଲବାଣୀର ତାପମାତ୍ରା ୯.୦ ଡିଗ୍ରୀ ସେଲସିୟସ ରହିଥିବା ବେଳେ ଦାରିଙ୍ଗବାଡ଼ିର ତାପମାତ୍ରା ୯.୦୫ ଡିଗ୍ରୀ ରହିଛି । ସେହିପରି କେନ୍ଦୁଝର ଜିଲ୍ଲାରେ ତାପମାତ୍ର ୧୦ ଡିଗ୍ରୀ ତଳକୁ ଖସିଆସିଛି। ଶୀତ ଦାଉରୁ ରକ୍ଷା ପାଇବାକୁ ଲୋକେ ନିଆଁ ପୁଇଁ ହେଉଛନ୍ତି।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Next Post