ଉପକୂଳରୁ ଉପାନ୍ତ ପର୍ଯ୍ୟନ୍ତ ସବୁଠି ଅସହ୍ୟ ତାତି । ଆର୍ଦ୍ରତା ଅଧିକ ରହୁଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି । ଦିନ ୯ଟାରୁ ଟା ଟାଇଁ ଟାଇଁ ଖରାରେ ଘରୁ ବାହାରିବା ମୁସ୍କିଲ । ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୩୫ ଡିଗ୍ରୀରୁ ୩୮ ଡିଗ୍ରୀ ମଧ୍ୟରେ ରହୁଥିବା ବେଳେ ଉପକୂଳ ଓଡ଼ିଶାରେ ଆର୍ଦ୍ରତା ୮୦ ପ୍ରତିଶତ ରହୁଛି। ଆଗାମୀ ୪ ଦିନ ଏଭଳି ପାଗ ଲାଗିରହିବ । ରାଜ୍ଯର ଅଧିକାଂଶ ସ୍ଥାନରେ ଆକାଶ ମେଘମୁକ୍ତ ରହିଛି। ଆକାଶ ନିର୍ମଳ ଥିବାରୁ ବହୁ ସ୍ଥାନର ତାପମାତ୍ରା ସ୍ବାଭାବିକ ଠାରୁ ୩ରୁ ୪ ଡିଗ୍ରୀ ସେଲସିୟସ ଅଧିକ ରହିଛି। ରାତି ତାପମାତ୍ରା ମଧ୍ୟ ସ୍ବାଭାବିକଠାରୁ ଗୋଟିଏ ଦୁଇ ଡିଗ୍ରୀ ଅଧିକ ରହିପାରେ ବୋଲି ପୂର୍ବାନୁମାନ ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛନ୍ତି
Trending
- ବନ ଓ ପ୍ରାଣୀ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ପୁରସ୍କାରର ପୁନର୍ବିନ୍ୟାସ କଲେ ସରକାର
- ଆଜି ୯୦ ବର୍ଷ ବୟସରେ ପଦାର୍ପଣ କଲେ ତିବ୍ଦତୀୟ ବୌଦ୍ଧ ଧର୍ମାବଲମ୍ବୀଙ୍କ ଆଧ୍ୟାତ୍ମିକ ନେତା ଦଲାଇ ଲାମା
- ଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ
- ପୁରୀ ହେବ ‘ପୁରୀ ମହାନଗର ନିଗମ’ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଉଚ୍ଚ ଅଦାଲତକୁ ଗଲେ ଜଗା ପ୍ରଧାନ
- ଭୋଟର ତାଲିକାରୁ ବାଦ ପଡ଼ିପାରନ୍ତି 2 କୋଟି ଭୋଟର
- 6 ତାରିଖ ପ୍ରଥମ ବନ୍ୟାଜଳ ଛାଡ଼ିବ ହିରାକୁଦ
- ଜେଲ ଗଲେ ଜଗାପ୍ରଧାନ
- ବିଜେପି ନେତା ଜଗନ୍ନାଥ ପ୍ରଧାନ ଗିରଫ ହେବା ଆନ୍ଦୋଳନରୁ ଓହରିଲା ଓଏଏସ ସଂଘ
- ବିଏମସି ଅତିରିକ୍ତ କମିଶନର ଆକ୍ରମଣ ଘଟଣା : ଗିରଫ ହେଲେ ଜଗା ପ୍ରଧାନ
Next Post