ବଙ୍ଗୋପସାଗରରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବର୍ତ୍ତମାନ ମିଆଁମାର ପାଖାପାଖି ଅଞ୍ଚଳରେ ଏହି ଘୁର୍ଣ୍ଣିବଳୟ ସକ୍ରିୟ ଥିବା ବେଳେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରି ଉପକୂଳବର୍ତୀ ବଙ୍ଗଳାଦେଶ ବା ଉତ୍ତର ପଶ୍ଚିମ ବଙ୍ଗୋପସାଗରକୁ ଆସିବାର ସମ୍ଭାବନା ରହିଛି ।ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ ଭାବେ ୧୩ ଓ ୧୪ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post
Next Post