ରାଜ୍ୟରେ ଗରମର ମାତ୍ରା ଧିରେ ଧିରେ ବଢ଼ିବାରେ ଲାଗିଛି। ପ୍ରବଳ ତାତି ସାଙ୍ଗକୁ ଗୁଳୁଗୁଳି ଲୋକଙ୍କ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି । ଚଳିତ ମାସରେ ୪୦ ଡିଗ୍ରୀ ଟପିଛି ଦିନ ତାପମାତ୍ରା। ମାତ୍ର ଏହାରି ମଧ୍ୟରେ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ଦେଇଛି ଆସନ୍ନ ବର୍ଷା।ଆସନ୍ତା ୨୪ ଘଣ୍ଟା ମଧ୍ଯରେ ବହୁ ସ୍ଥାନରେ ତାପମାତ୍ରା ୨-୩ ଡିଗ୍ରୀ ହ୍ରାସ ପାଇଥିବା ସୂଚନା ଦେଇଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର। ଆସନ୍ତୁ ଜାଣିବା କେଉଁ କେଉଁ ସ୍ଥାନରେ ହେବ ବର୍ଷା?ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକରେ କାଳବୈଶାଖୀ ଆଶଙ୍କା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Next Post