ଆଜିଠୁ ପ୍ରବଳ ଜାଡ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଶୀତ ସହ ଘନ କୁହୁଡ଼ି ଅସ୍ତବ୍ୟସ୍ତ କରିବ।ତେବେ ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ବହୁଛି ଥଣ୍ଡା ଶୁଷ୍କ ପବନ । ଏହାରି ପ୍ରଭାବରେ ଦୁଇଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ। ଆଭ୍ୟନ୍ତରୀଣ ଓଡିଶାରେ ଶୀତ ଲହରୀ ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ଜାଡ ନେଇ ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ଅନୁଗୁଳ ଓ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ଘନ କୁହୁଡି ନେଇ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାକୁ ସତର୍କ କରାଇଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post