ଓଡ଼ିଶାର ଚତୁପାର୍ଶ୍ବରେ ୩ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।ଏହାର ପ୍ରଭାବରେ ଆଜିଠୁ ବଢିବ ବର୍ଷା ପରିମାଣ । ଆଜି ପ୍ରବଳ ବର୍ଷା ନେଇ ୯ଜିଲ୍ଲା ଓ ୧୫ତାରିଖରେ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୮ ପରେ କମିବ ବର୍ଷାର ପରିମାଣ ।ଗତ ୨୪ ଘଣ୍ଟାରେ ଗଂଜାମ ଜିଲ୍ଲାରେ ସର୍ବାଧିକ ବର୍ଷା ୫୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏବେବି ରାଜ୍ୟରେ ୧୧ ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ୭୧୩.୩ ମିମି ବର୍ଷା ସ୍ୱାଭାବିକ ରହିବା କଥା। ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରହିଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post