ବଙ୍ଗୋପସାଗରରେ ଆଜି ଦାନା ବାନ୍ଧିବ ଲଘୁଚାପ କ୍ଷେତ୍ର। ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉପକୂଳରେ ଏବେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।ଆଜି ଦକ୍ଷିଣ ଓଡ଼ିଶାରେ ଭାରୀ ବର୍ଷା ସମ୍ଭାବନା ରହିଛି। ଭୀଷଣ ବର୍ଷା ନେଇ ଆଜି ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, କାଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗିର. ନୂଆପଡ଼ା
Trending
- ସାରା ଦେଶରେ ଜାଲି ଭୋଟର କାର୍ଡ ଯାଞ୍ଚ ହେବ
- ବିଜେଡି ଛାଡୁଛନ୍ତି ଅସନ୍ତୁଷ୍ଟ ବରିଷ୍ଠ ନେତା
- ଅସନ୍ତୁଷ୍ଟ ନେତାଙ୍କ ଉପରେ ବର୍ଷିଲେ ମନ୍ମଥ, ବିଜେଡିରେ ଗୋଷ୍ଠୀ କନ୍ଦଳ ତୀବ୍ର
- ୪ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀସ୍ତରରେ ଅଦଳବଦଳ
- ଆସୁଛି ଆଉ ଏକ ଲଘୁଚାପ
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
Next Post