ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଉତ୍ତର ଓଡ଼ିଶା ଉପକୂଳ ମୁହାଁ ହେବ । ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିବ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୫ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ୭ରୁ ୨୦ ସେମି ବର୍ଷା ହୋଇପାରେ ।ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ରାଜ୍ୟରେ ଜୁନ ୧ରୁ ୨୯ ତାରିଖ ଯାଏ ୧୧୦୫.୪ ପ୍ରତିଶତ ବର୍ଷା ହୋଇଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Next Post