ପଶ୍ଚିମବଙ୍ଗ-ଓଡିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୯ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଭଦ୍ରକ, ବାଲେଶ୍ୱର. ଯାଜପୁର, କେନ୍ଦ୍ରାପଡା, କଟକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ବରଗଡ, ନୂଆପଡା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ସେହିପରି ଆସନ୍ତାକାଲି ପଶ୍ଚିମ ଓଡିଶାର କିଛି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି ।
Trending
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
Next Post