ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଗତକାଲିଠାରୁ କେଉଁଠି ତୁହାକୁ ତୁହା ତ ଆଉ କେଉଁଠି ତୀବ୍ର ବର୍ଷା ହେଉଛି । ଏବେ ଲଘୁଚାପ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି । ଆଜି ଓ ଆସନ୍ତାକାଲି ରାଜ୍ୟରେ ଭୀଷଣ ବର୍ଷା ହେବ ।ଆଜି ୨୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ । ପଶ୍ଚିମ ଓଡ଼ିଶାର ୯ ଜିଲ୍ଲାରେ ଭୀଷଣ ବର୍ଷା ସମ୍ଭାବନା ରହିଛି । ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ ଓ ଅନୁଗୋଳକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ ।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ