ଆସନ୍ତା ୨୯ ତାରିଖରୁ ଉପକୂଳ ଓ ଦକ୍ଷିଣରେ ବର୍ଷାଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁସାରେ ଆସନ୍ତା ଦୁଇ ଦିନ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ କେତେକ ସ୍ଥାନରେ ବର୍ଷା ହେବ। ପରିମାଣ ବଢ଼ିବ। ବିଶେଷ କରି ୨ ତାରିଖରୁ ଅଧିକ ବର୍ଷା ହେବ। ଅନ୍ୟପକ୍ଷରେ ରାଜ୍ୟର କେତୋଟି ସ୍ଥାନରେ ଆସନ୍ତା ଦୁଇଦିନ ଯାଏଁ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ।ଆସନ୍ତା ୨୯ରୁ ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ୨୪ ଘଣ୍ଟାରେ ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନିଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ।
Trending
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
Prev Post
Next Post