ଆସନ୍ତା ୨୪ ଘଣ୍ଟାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଆସନ୍ତା ୨୪ ଘଣ୍ଟାରେ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଥିବା ବେଳେ ସର୍ବାଧିକ ରାୟଗଡ଼ା ରେ ୫୨ ମିମି ରେକର୍ଡ କରାଯାଇଛି।ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ବର୍ଷା ସମ୍ଭାବନା ରହିଛି ମୟୂରଭଞ୍ଜ ଓ କେନ୍ଦୁଝରରେ ମଧ୍ୟ ବର୍ଷାର ପରିମାଣ ଅଧିକ ରହିବାର ସମ୍ଭାବନା ରହିଛି।ପୁରୀରେ ବର୍ତ୍ତମାନ ପାଗ ମେଘୁଆ ରହିଛି ଓ ବର୍ଷା ସମ୍ଭାବନା ରହିଛି। ସନ୍ଧ୍ୟା ପରେ ବର୍ଷାର ପରିମାଣ କମିବ।