ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ବିଶେଷକରି ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି। ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ପ୍ରଭାବରେ ଆଜିଠୁ ପୁଣି ବର୍ଷିବ। ୪ ଦିନ ପାଇଁ ସତର୍କ କରାଇଛି ପାଣିପାଗ ବିଭାଗ ।
Trending
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
Next Post