ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ ।ତେବେ ଜୁଲାଇ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିଅଣ୍ଟିଆ ବର୍ଷା ହେବ। ଆସନ୍ତା ସପ୍ତାହରେ ରାଜ୍ୟର ଅଧିକାଂଶ ସ୍ଥାନରେ ମୋଟ ବର୍ଷା ୫୦ରୁ ୬୦ମିମି ରହିବ । ଜୁଲାଇ ପ୍ରଥମମାର୍ଦ୍ଧରେ ରାଜ୍ୟରେ ବର୍ଷା ପରିମାଣ ୨୫% ନିଅଣ୍ଟିଆ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Trending
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
Prev Post
Next Post