ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ୨୭ରେ ଏହା ଲଘୁଚାପ ରୂପ ନେବ । ୨୮ରେ ଓଡ଼ିଶା ଓ ଛତିଶଗଡ଼ ଉପରେ ରହିବ । ଲଘୁଚାପ ପ୍ରଭାବରେ ୨୭ରୁ ୨୯ ଯାଏ ଅଧିକ ବର୍ଷା ହେବ । ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ କରିଛନ୍ତି ।ଶ୍ରୀ ପଶୁପାଳକ କହିଛନ୍ତି, ୨୭ ତାରିଖରେ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହେବ । ୨୮ ତାରିଖରେ ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଓ ୨୯ରେ ବହୁ ସ୍ଥାନରେ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି ।
Trending
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
Prev Post
Next Post