ଗୋଟିଏ ଯିବା ପରେ ଆଉ ଗୋଟିଏ ଦାନା ବାନ୍ଧୁଛି । ସେପ୍ଟେମ୍ବର ପ୍ରଥମ ସପ୍ତାହରେ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଏବେ ଦୁଇ ଦିନ ଭିତରେ ଆଉ ଗୋଟିଏ ସୃଷ୍ଟି ହେବ । ସେହିପରି କିଛି ପାଣିପାଗ ବିଜ୍ଞାନୀ ଆକଳନ କରୁଛନ୍ତି ଅକ୍ଚୋବର ପ୍ରଥମ ସପ୍ତାହରେ ପୁଣି ଗୋଟିଏ ଲଘୁଚାପ ହୋଇପାରେ । ୱିଣ୍ଡିର ୟୁରୋପିଆନ୍ GFS ମଡେଲ୍ ଅକ୍ଟୋବରରେ ଲଘୁଚାପ ନେଇ ଦର୍ଶାଉଛି । ତେବେ ଏନେଇ ଆଇଏମଡି କୌଣସି ପୂର୍ବାନୁମାନ କରିନି ।
Trending
- ଯୌତୁକ ପାଇଁ ନିକ୍କିଙ୍କୁ ଜାଳିଥିଲା, ଏବେ ପୁଲିସ କଲା ଏନକାଉଣ୍ଟର
- ସମ୍ବଲପୁରରେ ହେବ ଓୟୁଏଟିର କ୍ୟାମ୍ପସ
- ବୁଲା କୁକୁରଙ୍କୁ ମାଂସ ଦିଆଯିବ ନାହିଁ
- ହୀରାକୁଦର ୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ
- ବୁଲା କୁକୁରଙ୍କୁ ଆଉ ବଳକା ମାଂସ ଦିଆଯିବନି
- ଏସ୍ଆଇଆର୍ ବିବାଦ : କଟିଥିବା ଭୋଟର ଅଭିଯୋଗ କରୁନାହାଁନ୍ତି
- ମୋଦି କହିଲେ ଜେଲ୍ରୁ କେହି ନିର୍ଦ୍ଦେଶ ଦେଇପାରିବେନି
- ବଦଳିଲେ ୮ ଜିଲ୍ଲା ଏସ୍ପି
- ଇସ୍ରୋର ପ୍ରଥମ ଗଗନଯାନ ପରୀକ୍ଷଣ
- ପ୍ରାର୍ଥିପତ୍ର ଦାଖଲ କଲେ ସୁଦର୍ଶନ ରେଡ୍ଡୀ
Prev Post
Next Post