ଭୀଷଣ ତାତିରେ ଆଜି କଲବଲ ହୋଇଛି ସାରା ରାଜ୍ୟ। ସୂର୍ଯ୍ୟ ଉଦୟ ହେବା ସହିତ ଆରମ୍ଭ ହୋଇଯାଇଥିଲା ତାତିର ପ୍ରକୋପ। ଚାହୁଁଚାହୁଁ ଅପରାହ୍ନ ସୁଦ୍ଧା ଏହା ଚରମ ସୀମାରେ ଯାଇ ପହଞ୍ଚିଥିଲା। ଆଜି ୩୩ ସହରରେ ତାପମାତ୍ରା ୪୦° ଅତିକ୍ରମ କରିଥିବା ବେଳେ ସେଥିମଧ୍ୟରୁ ୧୪ଟି ସହରର ତପାମାତ୍ରା ୪୩ ଡିଗ୍ରି ପାର କରିଛି। ତିନିଟି ସହରର ତାପମାତ୍ରା ୪୪ ଡେଇଁଛି। ଏଭଳି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆସନ୍ତା ଦୁଇରୁ ତିନିଦିନ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଇ ଦିଆଯାଇଛି। ଭୁବନେଶ୍ବର ସମେତ ଆଉ କେତେକ ଜିଲ୍ଲାରେ ସର୍ବୋଚ୍ଚ ତାପମାତ୍ରା ୪୬° ଛୁଇଁବାର ସମ୍ଭାବନା ରହିଛି। ଭୀଷଣ ଗ୍ରୀଷ୍ମ ପ୍ରବାହର ସମ୍ଭାବନା ଥିବାରୁ ଭୁବନେଶ୍ବର ଓ କଟକ ସମେତ ୧୩ ଜିଲ୍ଲା ପାଇଁ ରେଡ୍ ଓ ୧୫ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
Trending
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
- ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ
- ଗଣତନ୍ତ୍ରରେ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ବିଚାର ମନ୍ଥନ ହେଉଛି ସର୍ବୋତ୍ତମ ଉପାୟ
- ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ବୃଦ୍ଧି ପାଇଛି,୮ଟି ଫାଟକ ବନ୍ୟାଜଳ ନିଷ୍କାସନ
- ଯୌତୁକ ପାଇଁ ନିକ୍କିଙ୍କୁ ଜାଳିଥିଲା, ଏବେ ପୁଲିସ କଲା ଏନକାଉଣ୍ଟର
- ସମ୍ବଲପୁରରେ ହେବ ଓୟୁଏଟିର କ୍ୟାମ୍ପସ
- ବୁଲା କୁକୁରଙ୍କୁ ମାଂସ ଦିଆଯିବ ନାହିଁ
Prev Post
Next Post