ଓଡ଼ିଶାରେ ବର୍ଷା ଜାରି । ଆଜି ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କିଛି ସ୍ଥାନରେ ୧୧୫ରୁ ୨୦୪ ମିଲିମିଟର ବର୍ଷା ହୋଇପାରେ ।ବାତ୍ୟା ପ୍ରଭାବରେ ଅଶାନ୍ତ ରହିଛି ସମୁଦ୍ର। ରାଜ୍ୟର ସମସ୍ତ ବନ୍ଦରଗୁଡ଼ିକୁ ୨ନଂ ବିପଦ ସଙ୍କେତ ଜାରି ହୋଇଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।
Trending
- ଚାଷୀ ପଞ୍ଜୀକରଣ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ , ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
Prev Post
Next Post