ସକ୍ରିୟ ଥିବା ଲଘୁଚାପ ବର୍ତ୍ତମାନ ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରିବା ସହ ଉତ୍ତର-ପୂର୍ବ ରାଜ୍ୟ ମୁହାଁ ହେବା ସମ୍ଭାବନା। ଯାହା ଫଳରେ ଆଜି ଠାରୁ ରାଜ୍ୟରେ ବର୍ଷାର ପରିମାଣ କମିବା ସମ୍ଭାବନା।ଆଜି କେବଳ ଉତ୍ତର ଓଡ଼ିଶାର କେତେକ ଜିଲ୍ଲା ତଥା ସୁନ୍ଦରଗଡ, ମୟୁରଭଞ୍ଜ,କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର ଜିଲ୍ଲାର ଅଳ୍ପ କେତେକ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। କ୍ରମଶଃ ବର୍ଷା ର ପରିମାଣ କମିବା ସହ ରାଜ୍ୟରେ ଶୁଖିଲା ପାଗ ଦେଖିବାକୁ ମିଳିବ।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post
Next Post