ସକ୍ରିୟ ଥିବା ଲଘୁଚାପ ବର୍ତ୍ତମାନ ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରିବା ସହ ଉତ୍ତର-ପୂର୍ବ ରାଜ୍ୟ ମୁହାଁ ହେବା ସମ୍ଭାବନା। ଯାହା ଫଳରେ ଆଜି ଠାରୁ ରାଜ୍ୟରେ ବର୍ଷାର ପରିମାଣ କମିବା ସମ୍ଭାବନା।ଆଜି କେବଳ ଉତ୍ତର ଓଡ଼ିଶାର କେତେକ ଜିଲ୍ଲା ତଥା ସୁନ୍ଦରଗଡ, ମୟୁରଭଞ୍ଜ,କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର ଜିଲ୍ଲାର ଅଳ୍ପ କେତେକ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। କ୍ରମଶଃ ବର୍ଷା ର ପରିମାଣ କମିବା ସହ ରାଜ୍ୟରେ ଶୁଖିଲା ପାଗ ଦେଖିବାକୁ ମିଳିବ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post
Next Post