ଚଳିତ ମାସରେ କମିବ ଶୀତ, ବଢିବ ତାତି। ନଭେମ୍ବରରେ ବର୍ଷାର ବିସ୍ତୃତି ରହିବ। ତେଣୁ ଶୀତର ପ୍ରଭାବ କମ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପଶ୍ଚିମା ଝଡ଼ର ପ୍ରଭାବ ଅଧିକ ରହୁଥିବା କାରଣରୁ ଏଭଳି ସ୍ଥିତି ଉପୁଜିବ। ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ। ଗତକିଛି ଦିନ ଧରି ତାପମାତ୍ରା ସାମାନ୍ୟ ତଳକୁ ଖସିଥିବା ବେଳେ ପୂର୍ବା ବାୟୁ ପ୍ରଭାବିତ ହେଉଛି ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Next Post