କୋହଲା ପାଗ

ରାଜ୍ୟର ବିଭିନ୍ନ ସ୍ଥାନରେ ଏଭଳି ପାଗ ଜାରି ରହିଛି  । ସକ୍ରିୟ ଗୁରୁଚାପ ବଳୟ ପ୍ରଭାବରେ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର  । ଫଳରେ ବିବିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ହେଉଛି  ।ବିଶେଷକରି ଦକ୍ଷିଣ ଉପକୂଳ ଓଡିଶା ସମେତ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ଆଭ୍ୟନ୍ତରୀଣ  ଜିଲ୍ଲାଗୁଡିକ ପ୍ରଭାବିତ ହୋଇଛି  । ଏହାଛଡ଼ା ବିଭିନ୍ନ ଜିଲ୍ଲାରେ କୁହୁଡ଼ି ପଡ଼ିବା ନେଇ ସତର୍କତା ଜାରି କରାଯାଇଛି  । ଆଜି ଘନ କୁହୁଡ଼ି ନେଇ ।