ରାଜ୍ୟରେ ତାପମାତ୍ରା ଖସିବା ଆରମ୍ଭ ହୋଇଛି । ଦେଶର ମଧ୍ୟଭାଗରେ ଏକ ଗୁରୁଚାପବଳୟ ସକ୍ରିୟ ହେଉଥିବାରୁ ରାଜ୍ୟ ମଧ୍ୟକୁ ଉତ୍ତର-ପଶ୍ଚିମ ତଥା ଉତ୍ତର ଦିଗରୁ ଶୁଷ୍କ-ଥଣ୍ଡା ବାୟୁ ପ୍ରବାହିତ ହେଉଛି। ଏଥିପାଇଁ କିଛି ସ୍ଥାନରେ ତାପମାତ୍ରା ଖସିଛି ।ଅନେକ ସ୍ଥାନରେ ୧-୨ ଡିଗ୍ରୀ ତାପମାତ୍ରା ହ୍ରାସ ହୋଇଥିବା ବେଳେ ଆଗାମୀ ୨ ଦିନ ମଧ୍ୟରେ ତାପମାତ୍ରାରେ ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି । କେତେକ ସ୍ଥାନରେ ଘନ କୁହୁଡ଼ି ମଧ୍ୟ ଦେଖାଦେଉଛି । ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ।୧୪ ତାରିଖ ପରେ ଶୀତ ଆହୁରି ବଢିପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post