ଗୁରୁଚପ ବଳୟ ସକ୍ରିୟ ଥିବାରୁ ଆଜି ଗଞ୍ଜାମ, ଗଜପତି, କୋରାପୁଟ ଓ ରାୟଗଡା ରେ ହାଲୁକା ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ପାଗ ଶୁଖିଲା ରହିବ । 11 ତାରିଖ ରେ ଉତ୍ତର ଆଭ୍ୟାନ୍ତର ଓଡ଼ିଶା ପାର୍ଶ୍ବବର୍ତ୍ତି କିଛି ଜିଲ୍ଲା ଓ ଉପକୂଳ ଅଞ୍ଚଳରେ ପାଗ ମେଘୁଆ ସହ କିଛି ସ୍ଥାନରେ ହାଲୁକା ବର୍ଷା ହେବ। ଏହି ବର୍ଷା ର ପ୍ରଭାବ 12 ତାରିଖ ପର୍ଯ୍ୟନ୍ତ ରହିବ । 15 ତାରିଖ ବେଳକୁ ପଶ୍ଚିମ ଝଡ ପ୍ରଭାବ ରେ ଉତ୍ତର ଓଡ଼ିଶା ରେ ବର୍ଷା ସମ୍ଭାବନା ବୋଲି ଆଗୁଆ ଆକଳନ କରିଛି ପାଣିପାଗ ବିଭାଗ । ଝାରସୁଗୁଡ଼ାରେ 9.1 ଡିଗ୍ରୀ , ସୁନ୍ଦରଗଡ଼ ରେ 9.2 ଡିଗ୍ରୀ ରାଉରକେଲା ରେ 9.9 ଡିଗ୍ରୀ ଏବଂ କରେଇ ଠାରେ 6.7 ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରେକର୍ଡ ହୋଇଛି । ଆସନ୍ତା 24 ଘଣ୍ଟା ପର୍ଯ୍ୟନ୍ତ ଏହି ଭଳି ପାଗ ଲାଗିରହିବ ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ