ଆସନ୍ତା ୨୪ ଘଣ୍ଟା ପାଇଁ ସୁନ୍ଦରଗଡ଼, ଅନୁଗୁଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି 17 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଜଳବନ୍ଦୀ ପରିସ୍ଥିତିର ମୁକାବିଲା ଲାଗି ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି।
Trending

Prev Post
Next Post